କଟକରେ ଦିନକରେ ୨୮ କରୋନାରେ ଆକ୍ରାନ୍ତ September 16, 2022 by Rameswar mahakur ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲାରେ ୨୮ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି l