କଟକର ଓଏଏସ, ଓଆରଏସ ଅଫିସରଙ୍କ ସମୂହ ଛୁଟି

BMC ଅଫିସରଙ୍କୁ ଆଟାକ୍‌ ଘଟଣା ପ୍ରତିବାଦରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ କଟକର OAS, ORS ଅଫିସର।

ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ନ ହେବା ଯାଏଁ ଛୁଟିରେ ରହିବେ ନେଇ ସୂଚନା ଦେଲେ ଅତିରିକ୍ତ ଜିଲ୍ଲାପାଳ ଶିବ ଟପ୍ପୋ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes