କଟକ ଓ ଜଗତସିଂହପୁର ଜିଲ୍ଲାପାଳଙ୍କ ବଦଳି ପାଇଁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ

କଟକ ଜିଲ୍ଲାପାଳ ବିନୀତ ଭରଦ୍ୱାଜ, ଜଗତସିଂହପୁର ଜିଲ୍ଲାପାଳ ପାରୁଲ ପଟୱାରିଙ୍କୁ ତୁରନ୍ତ ବଦଳି ସହ ନିର୍ବାଚନ କାମରୁ ବାଦ ଦେବାକୁ ଆଜି ରାଜ୍ୟ ସରକାରଙ୍କୁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes