ରାଜ୍ୟସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ କରାଯାଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ ଗ୍ରହଣ କରି ନୋଟିସ କରିଛନ୍ତି। ନେତାଜୀ ଜୟନ୍ତୀ କାର୍ଯ୍ୟକ୍ରମରେ ଡକାଯାଇ ନଥିବା ନେଇ ଲିଖିତ ଅଭିଯୋଗ କରିଥିଲେ ଦେବାଶିଷ।
Credible Local News of Odisha