କଟକ ସିଡିଏମଓର ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ

ସିନିୟର୍ ଆସିଷ୍ଟାଣ୍ଟ କିଶୋର କୁମାର ସାହାଣୀଙ୍କ ପ୍ରଧାନିଆ ଫାର୍ମ ହାଉସ୍, ଘର ଓ ଅଫିସ୍ ସମେତ ୫ଟି ସ୍ଥାନରେ ରେଡ୍ ଚାଲିଛି। ସରକାରୀ ଅର୍ଥ ହେରଫେର ଅଭିଯୋଗରେ ୭ ଜଣିଆ ଟିମ୍‌ର ଚଢାଉ କରିଛି। କିଶୋର ସାହାଣୀଙ୍କ ନାଁରେ ୧ କୋଟି ୨୪ ଲକ୍ଷ ଟଙ୍କା ହେରଫେର ଅଭିଯୋଗ ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes