କଟୁରୀ ଧରି ୫ ଜଣ ପୁଲିସଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲା ଅଭିଯୁକ୍ତ

ଏକ ହତ୍ୟା ଉଦ୍ୟମ ମାମଲାରେ ନୋଟିସ ଦେବାକୁ ଯାଇଥିବା ବେଳେ ବାଲେଶ୍ଵର ଜିଲ୍ଲା ନୀଳଗିରି ଥାନା ଜାମ୍ବୁଡ଼ିସାହିରେ ପୁଲିସ ଓ ଗ୍ରାମରକ୍ଷୀଙ୍କୁ ଆକ୍ରମଣ ହୋଇଛି।

ଏସ୍ଆଇ, ଏଏସ୍ଆଇ ସମେତ ୫ ପୁଲିସ ଓ ଗ୍ରାମରକ୍ଷୀ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଅଭିଯୁକ୍ତ ପଦ୍ମଲୋଚନ ପାତ୍ରକୁ କାବୁ କରି ଥାନାରେ ଅଟକ ରଖାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes