ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଖବରକୁ ନେଇ ଗଭୀର ମର୍ମାହତ କହିଛନ୍ତି ରାଜ୍ୟପାଳ। ଛାତ୍ରୀଙ୍କ ଅକାଳ ବିୟୋଗ ଶୁଣି ମୁଁ ଗଭୀର ମର୍ମାହତ, ଏହା କେବଳ ଏକ ଦୁଃଖଦ ଘଟଣା ନୁହେଁ, ଆମ କ୍ୟାମ୍ପସକୁ ସୁରକ୍ଷିତ ରଖିବାକୁ ଜରୁରୀ ଆବଶ୍ୟକତା ବୋଲି ମନେ ପକାଉଛି। ଆଇନ୍ କଡ଼ା ପଦକ୍ଷେପ ନେବ, ସଂପୃକ୍ତ ବ୍ୟକ୍ତିଙ୍କୁ ଦଣ୍ଡ ମିଳିବ କହିଛନ୍ତି ରାଜ୍ୟପାଳ।