କଡ଼ା କାର୍ଯ୍ୟାନୁଷ୍ଠାନ ହେବ: ମନ୍ତ୍ରୀ

କେନ୍ଦୁଝର ଘଟଣା ହୃଦୟ ବିଦାରକ କହିଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଦାନ ମାଝୀଙ୍କ ପରେ ଦ୍ଵିତୀୟ ଘଟଣା, ଏମିତି ଘଟଣା ଯେମିତି ଆଗକୁ ନ ଘଟୁ, ଦାୟୀ ଅଧିକାରୀଙ୍କ ଉପରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ହେଉ। ଜିଲ୍ଲାପାଳ ଏହି ଘଟଣାରେ ତଦନ୍ତ କରିଛନ୍ତି, ଟଙ୍କା ପାଇଲେଣି, ଦୋଷୀ ବ୍ୟାଙ୍କ କର୍ମଚାରୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ କହିଛନ୍ତି ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes