କଣ୍ଟାବାଞ୍ଜିରୁ ନବୀନ ପଟ୍ଟନାୟକ ହେବେ ବିଜେଡି ପ୍ରାର୍ଥୀ

ବଲାଙ୍ଗୀର ଜିଲ୍ଲାର କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡ଼ି ପକ୍ଷରୁ ପ୍ରାର୍ଥୀ ହେବେ ବୋଲି ଘୋଷଣା କରାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes