କଣ୍ଟାମାଳରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ବୌଦ୍ଧ ଜିଲ୍ଲା କଣ୍ଟାମାଳ ପଞ୍ଚାୟତ ସମିତି ସଭାଗୃହ ଠାରେ ଆଜି ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ ଓ ଆରକ୍ଷୀ ଅଧିକ୍ଷକ ମିଳିତ ଆନୁକୁଲ୍ୟରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି।

ଏଥିରେ ୭୪ ଗୋଟି ଅଭିଯୋଗ ପୁଞ୍ଜିକରଣ ହୋଇଥିବା ବେଳେ ୪ ଗୋଟି ଅଭିଯୋଗ ତୁରନ୍ତ ସମାଧାନ ହୋଇଥିଲା।‌

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes