କନ୍ଧମାଳ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା January 20, 2023 by Rameswar mahakur ଆଜି ରାତି ଓ କାଲି ସକାଳେ କନ୍ଧମାଳ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।