କପୁଣ୍ଡି ଗ୍ରାମରେ ୨୪ ପ୍ରହର ଅଖଣ୍ଡ ନାମଯଜ୍ଞ ଅନୁଷ୍ଠିତ

କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ଅନ୍ତର୍ଗତ କପୁଣ୍ଡି ଗ୍ରାମରେ ଗୁରୁବାର ଠାରୁ ପବିତ୍ର ଚବିଶ ପ୍ରହର ଅଖଣ୍ଡ ନାମଯଜ୍ଞର ଶୁଭାରମ୍ଭ ହୋଇଛି ।

ଏହି ହରିନାମ ସଂକୀର୍ତ୍ତନ ଉତ୍ସଵ ଅପ୍ରେଲ ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ଆଖପାଖ ଅଞ୍ଚଳର ବହୁ ସଂକୀର୍ତ୍ତନ ଦଳ ଅଂଶଗ୍ରହଣ କରିଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes