କବାଡ଼ି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

ଯାଜପୁର ରୋଡ୍ ଧନେଶ୍ୱର ଛକରେ ଥିବା କବାଡ଼ି ଗୋଦାମରେ କୌଣସି କାରଣରୁ ନିଆଁ ଲାଗି ଯାଇଛି।

ନିଆଁ ଲିଭାଇବାକୁ ଉଦ୍ୟମ ବେଳେ ଜଣେ ଅଗ୍ନିଶମ କର୍ମଚାରୀ ଆହତ ହୋଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes