ମଧ୍ୟ-ଭାରତରେ ସକ୍ରିୟ ଗୁରୁଚାପ ବଳୟ ବର୍ତ୍ତମାନ ପୂର୍ବା-ମୁହାଁ ହୋଇ ରାଜ୍ୟ ଉପରେ କାୟା ବିସ୍ତାର କରିଥିବାରୁ, ଜଳୀୟବାଷ୍ପ ପୂର୍ଣ୍ଣ ଉଷ୍ମ ସାମୁଦ୍ରିକ ବାୟୁର ପ୍ରଭାବ ବୃଦ୍ଧି ସହ ଶୀତ କମିବ।
ବାୟୁମଣ୍ଡଳରେ ଆଦ୍ରତା ବୃଦ୍ଧି ସହ ଆଗାମୀ ୩ଦିନ ରାଜ୍ୟରେ କିଛି ଜିଲ୍ଲାରେ ଘନକୁହୁଡ଼ିର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି।