କମିରାରେ ସୁରେନ୍ଦ୍ର ସାଏ ଓ ନେତାଜୀ ଜୟନ୍ତୀ ପାଳିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ କମିରା ହାଇସ୍କୁଲ ଠାରେ ଆଜି ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ଜୟନ୍ତୀ ପାଳିତ ହୋଇଯାଇଛି।

ଏଥିରେ ସମସ୍ତ ସ୍କୁଲ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version