କର୍ପୋରେଟଙ୍କ ପ୍ରାରମ୍ଭିକ ପ୍ରଶିକ୍ଷଣ କର୍ମଶାଳା

ଭୁବନେଶ୍ୱର ମହାନଗର ନିଗମ(ବିଏମସି)ର କର୍ପୋରେଟର ମାନଙ୍କ ପାଇଁ ପ୍ରାରମ୍ଭିକ ପ୍ରଶିକ୍ଷଣ କର୍ମଶାଳା ଆଜି ହୋଟେଲ ସାଣ୍ଡି ଟାୱାର୍ ଠାରେ ଅନୁଷ୍ଠିତ ହୋଇଯାଇଛି l

ଓଡ଼ିଶା ସରକାରଙ୍କ ସହରାଞ୍ଚଳ ବିକାଶ ବିଭାଗ ଓ ବିଏମସିର ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes