କଳାହାଣ୍ଡିରେ ଜିଲ୍ଲା ସ୍ତରୀୟ ଯୋଗ ଶିବିର ଅନୁଷ୍ଠିତ

କଳାହାଣ୍ଡି ଜିଲ୍ଲା ରିଜର୍ଭ ପଡିଆ ଠାରେ ଆଜି ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି ।

ଜିଲ୍ଲା ଆରକ୍ଷୀ ଅଧିକ୍ଷକ,ଅତିରିକ୍ତ ଜିଲ୍ଲାପାଳଙ୍କ ସମେତ ବିଭିନ୍ନ ବିଭାଗର କର୍ମଚାରୀ,ବିଶ୍ଵ ବିଦ୍ୟାଳୟ ଛାତ୍ରଛାତ୍ରୀ ଏଥିରେ ଭାଗ ନେଇ ଯୋଗ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version