କଳାହାଣ୍ଡି ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର

ଆଜି କଳାହାଣ୍ଡି ଜିଲ୍ଲାରେ ଜିଲ୍ଲାପାଳ ପି.ଅନ୍ନେଷା.ରେଡ୍ଡୀ ଓ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କ ମିଳିତ ଆନୁକୁଲ୍ୟରେ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଥିଲା।

ଏଥିରେ ଜିଲ୍ଲାର କୋଣ ଅନୁକୋଣରୁ ଆସିଥିବା ଜଣ ସାଧାରଣଙ୍କ ଅଭିଯୋଗ ଉପରେ ଆଲୋଚନା ହୋଇ ସମାଧାନ କରାଯାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes