କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଦକ୍ଷତା କନକ୍ଲେଭ ୨୦୨୩ ଉଦଘାଟିତ

ସମାରୋହରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଛନ୍ତି, ଯୁବପିଢ଼ିଙ୍କୁ ଦକ୍ଷତା ପ୍ରଦାନରେ ରାଜ୍ୟର ଉନ୍ନତି, ୧ ଲକ୍ଷ ଯୁବପିଢ଼ିଙ୍କୁ ଟ୍ରେନିଂ ପାଇଁ ବଜେଟରେ ୧୦୦ କୋଟିର ବ୍ୟବସ୍ଥା କରାଯାଇଛି।

ସମାରୋହରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓ ଓଡ଼ିଶା ଦକ୍ଷତା ବିକାଶ ଅଥରିଟି ଅଧ୍ୟକ୍ଷ ସୁବ୍ରତ ବାଗଚୀ ଉପସ୍ଥିତ ଅଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes