କଳିଙ୍ଗ ଷ୍ଟାଡିୟମ୍‌ରେ ୧୭ ବର୍ଷରୁ କମ୍ ମହିଳା ବିଶ୍ୱକପ୍ ଫୁଟବଲ ଲୋଗୋ ଉନ୍ମୋଚିତ

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍‌ରେ ୧୭ ବର୍ଷରୁ କମ୍ ମହିଳା ବିଶ୍ୱକପ୍ ଫୁଟବଲ ଅକ୍ଟୋବର ୧୧ରୁ ଆରମ୍ଭ ହେଉଥିବା ବେଳେ ଆଜି ଲୋଗୋ ସହ ଟ୍ରଫି ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ।

କିକ୍ ଅଫ୍ ଦି ଡ୍ରିମ୍ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version