କାଠଯୋଡ଼ି ବ୍ରିଜରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ କାଠଯୋଡ଼ି ବ୍ରିଜରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିବା ମହିଳାଙ୍କୁ
ସ୍ଥାନୀୟ ଲୋକେ ସୁରକ୍ଷିତ ଉଦ୍ଧାର କରିବା ପରେ ମେଡିକାଲରେ ଭର୍ତ୍ତି କରିଛନ୍ତି।

ମହିଳା ଜଣକ ବାଦାମବାଡ଼ି ଶଙ୍କରପୁର ଅଞ୍ଚଳର ବୋଲି ସୂଚନା ମିଳିଛି। ଆତ୍ମହତ୍ୟା ଉଦ୍ୟମର କାରଣ ଅସ୍ପଷ୍ଟ ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes