କାଠ ଓ କୋଇଲା ଚୁଲା ବ୍ୟବହାର କଟକଣା ହଟିବ

ବାୟୁ ପ୍ରଦୂଷଣ ରୋକିବାକୁ ଲାଗୁ କଟକଣା ହଟାଇବ ନେଇ ସୂଚନା ଦେଲେ ବିଏମ୍‌ସି ମେୟର ସୁଲୋଚନା ଦାଶ। ବ୍ୟବସାୟୀମାନେ କାଠ ଓ କୋଇଲା ଚୁଲା ଜାଳିପାରିବେ। ଏନେଇ ସଂଧ୍ୟା ବୈଠକରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ କହିଛନ୍ତି ମେୟର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes