କାଲିଠାରୁ ରାଜ୍ୟରେ ତାପମାତ୍ରାରେ ସାମାନ୍ୟ ପରିବର୍ତ୍ତନ: ପାଣିପାଗ ବିଭାଗ

ଆସନ୍ତା ୫ ଦିନ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଥିବାବେଳେ ୧୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ସୂଚନା ଦେଇଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ୧୭ରେ ଉତ୍ତର ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ଥିବା ବେଳେ ୧୮ରେ ପୂରା ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes