ଓଡ଼ିଶାରେ ଭୋଟର ତାଲିକା ସଂଶୋଧନ ନେଇ ସିଇଓ ପ୍ରେସମିଟ୍ କରି ସୂଚନା ଦେଇଛନ୍ତି, କାଲିଠୁ ଘର ଘର ବୁଲି ଭୋଟର ତାଲିକା ସଂଶୋଧନ କରିବେ ବିଏଲ୍ଓ। ବିଏଲ୍ଓଙ୍କ ଜରିଆରେ ଭୋଟର ଆଇଡିର ସଂଶୋଧନ କରିପାରିବେ ଲୋକେ। ଅଣ ଭାରତୀୟଙ୍କୁ ସିଧାସଳଖ ତାଲିକାରୁ ବାଦ୍ ଦିଆଯାଉଛି କହିଛନ୍ତି ସିଇଓ।
Credible Local News of Odisha