କାଲି ଆସିବ ମାଟ୍ରିକ ରେଜଲ୍ଟ; ଏଥିର ଓଡ଼ିଆରେ ମିଳିବ ସାର୍ଟିଫିକେଟ୍

ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ବଡ଼ ସୂଚନା ଦେଇଛନ୍ତି। କାଲି ଅପରାହ୍ଣରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। www.bseodisha.ac.inରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ। ଷ୍ଟେଟ୍ ଓପନ୍ ସ୍କୁଲ ଓ ମଧ୍ୟମା ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ।

ପ୍ରଥମଥର ଛାତ୍ରଛାତ୍ରୀଙ୍କୁ ଓଡ଼ିଆରେ ମିଳିବ ମାଟ୍ରିକ୍‌ ସାର୍ଟିଫିକେଟ୍। ଉଭୟ ଓଡ଼ିଆ ଓ ଇଂରାଜୀରେ ଉପଲବ୍ଧ ହେବ ସାର୍ଟିଫିକେଟ୍।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes