କାଲି ପୁରୀ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ September 10, 2025 by Odisha ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ।