କାଲି ମାଘ ଶୁକ୍ଲ ଦଶମୀ ତିଥିରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବନ୍ଦ ରହିବ ଦର୍ଶନ ଶ୍ରୀଜୀଉଙ୍କ ଦର୍ଶନ। ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
Credible Local News of Odisha