କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା

ଏ ନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କୋଟିଏ ୨ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା। ୫ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ। ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ଟଙ୍କା ପାଇବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes