କାଲି ଯାଏଁ ଗୃହ ମୁଲତବି September 18, 2025 by Odisha ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ପରେ ଆସନ୍ତାକାଲି ଯାଏଁ ଗୃହ ମୁଲତବି ଘୋଷଣା କଲେ ବାଚସ୍ପତି।