କାଲି ରାଜ୍ୟ ବଜେଟ୍‌, ଆଜି ଆସିବ ସର୍ଭେ ରିପୋର୍ଟ

ଆଜି ବିଧାନସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଆସିବ। ଆଜି ବି ଚାଷୀ ସମସ୍ୟା ପ୍ରସଙ୍ଗ ଉଠାଇପାରନ୍ତି ବିରୋଧୀ। ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ସ୍ଥିତି ବି ଉଠିପାରେ। ବହୁ ଗୁରୁତ୍ବପୂର୍ଣ୍ଣ ବିଭାଗର ରହିଛି ପ୍ରଶ୍ନକାଳ। ରାଜ୍ୟପାଳଙ୍କ ଧନ୍ୟବାଦ ପ୍ରସ୍ତାବ ଉପରେ ବିବୃତି ରଖିବେ ମୁଖ୍ୟମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes