ଆସନ୍ତାକାଲି ସକାଳ ୬ରୁ ଦିନ ୨ଟା ଯାଏଁ ୮ ଘଣ୍ଟିଆ ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ଏହି ବନ୍ଦରେ ଜରୁରୀ ସେବା ଗୁଡ଼ିକ ଖୋଲା ରହିବ କହିଛି ସଂଗଠନ।
Credible Local News of Odisha