କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା

ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ମିଳିଛି ।

ଏନେଇ ୧୫ଜିଲ୍ଲା କୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes