କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ହ୍ରାସ ପାଇବ ଗରମ

ରାଜ୍ୟବ୍ୟାପୀ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ଥିବା ବେଳେ ଆଗାମୀ ତିନି ଦିନ ପରେ ଅର୍ଥାତ ମେ 1 ଓ 2 ତାରିଖ ବେଳକୁ ରାଜ୍ୟରେ ଦିନ ତାପମାତ୍ରା 2 ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes