କିନ୍ନରଙ୍କୁ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ

ପିପିଲି ସିଫା ନିକଟରେ କିନ୍ନରଙ୍କୁ ହତ୍ୟା ଘଟଣାରେ ୨୦ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଛବିନ କାଣ୍ଡିକୁ ଗିରଫ କଲା ପୋଲିସ। ରାମଚଣ୍ଡୀ ଅଂଚଳ ଗହୀର ମଝିରେ ଏକୁଟିଆ ରହୁଥିବା ବେଳେ କାବୁ କରିଛି। ପୂର୍ବରୁ ୨ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିସାରିଛି ପୋଲିସ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes