୨୮ରେ ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି।ଏନେଇ ସୂଚନା ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ୧୪ ବର୍ଷ ଯାଏଁ ଝିଅଙ୍କୁ ସିଙ୍ଗଲ ଡୋଜ୍। ୨୦୨୬-୨୭ ବର୍ଷରେ ମୁଖ୍ୟମନ୍ତ୍ରୀ କର୍କଟ ଚିକିତ୍ସା ଅଭିଯାନ ଆରମ୍ଭ ହେବ। ଏଥିପାଇଁ ୩୧୧ କୋଟି ଖର୍ଚ୍ଚ ହେବ, ସବୁ ପ୍ରକାର କର୍କଟ ରୋଗ ପ୍ରତିହତ କରାଯିବ କହିଛନ୍ତି ମନ୍ତ୍ରୀ।