କୁଡୁମୀ ସମାଜ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ଇଂ ବିଶେଶ୍ୱର ଟୁଡୁଙ୍କ କୁଶପୁତ୍ତଳିକା ଦାହ

ମୟୂରଭଞ୍ଜ ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଇଂ ବିଶେଶ୍ୱର ଟୁଡୁ କୁଡୁମୀ ଜାତି ପ୍ରତି ଦେଇଥିବା ବିବାଦୀୟ ମନ୍ତବ୍ୟକୁ ଘୋର ବିରୋଧ କରି ଆଜି କୁଡୁମୀ ସମାଜ ପକ୍ଷରୁ ବାରିପଦା ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶହ ଶହ କୁଡୁମୀ ଜାତିର ଲୋକମାନେ ଏକଜୁଟ ହୋଇ ପ୍ରତିବାଦ ଓ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ କେନ୍ଦ୍ରମନ୍ତ୍ରୀ ଶ୍ରୀ ଟୁଡୁଙ୍କ କୁଶପୁତ୍ତଳିକା ଦାହ କରିଛନ୍ତି।

ଆଗାମୀ ଦିନରେ ଏ ଆନ୍ଦୋଳନ ଆହୁରି ଜୋରଦାର ହେବ ବୋଲି କହିଛି କୁଡୁମୀ ସମାଜ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes