କୁନି କୁନି ପିଲା ମାନଙ୍କୁ ନେଇ ସାସ୍କୃତିକ କାର୍ଯ୍ୟକ୍ରମ

ସାରସକଣା ବ୍ଲକ ଖେରୁଣା ନିକଟରେ କୁନି କୁନି ପିଲାମାନଙ୍କ ଦ୍ବାରା ସାସ୍କୃତିକ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି ।

ଏହି କାର୍ଯ୍ୟକ୍ରମକୁ ଉପଭୋଗ କରିବାକୁ ଅଞ୍ଚଳର ଲୋକଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଛି ।ଏଥିରେ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ସହଯୋଗ କରିବା ସହିତ କୁନି କୁନି ପିଲାମାନଙ୍କୁ ଉତ୍ସାହିତ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes