କୁଳଡିହା ଅଭୟାରଣ୍ୟରୁ ମାଇ ହାତୀର ମୃତଦେହ ଉଦ୍ଧାର

ବାଲେଶ୍ଵର ଜିଲ୍ଲା ନୀଳଗିରି ପଞ୍ଚୁଲିଙ୍ଗେଶ୍ୱର ଫରେଷ୍ଟ ବିଟ ଅଧିନ କଦମଶୋଳଠାରେ ଏକ ବୃଦ୍ଧା ମାଇ ହାତୀର ମୃତଦେହ ଉଦ୍ଧାର କରିଛି କୁଳଡିହା ବନ ବିଭାଗ।

ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes