କୁଳପତିଙ୍କ କାର୍ଯ୍ୟାଳୟ ଆଗରେ ଉଭୟ ଛାତ୍ରଙ୍କ ଧାରଣା (ଅପଡେଟ)

ରେଭେନ୍ସା ଇଷ୍ଟ ହଷ୍ଟେଲ୍‌ରେ ରାଗିଂ ଅଭିଯୋଗର ଉଭୟ ୟୁଜି ପ୍ରଥମ ଓ ତୃତୀୟ ବର୍ଷ ଛାତ୍ର କୁଳପତିଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଛନ୍ତି।
କେହି ରାଗିଂ ଅଭିଯୋଗ କରିନଥିବା କହିଲେ ପ୍ରଥମ ବର୍ଷ ଛାତ୍ର।

ୟୁଜି ପ୍ରଥମ ବର୍ଷ ଛାତ୍ରଙ୍କୁ ତୃତୀୟ ବର୍ଷ ଛାତ୍ରଙ୍କ ରାଗିଂ ଅଭିଯୋଗ ଥିଲା।୧୦ ଜଣ ଛାତ୍ରଙ୍କୁ ହଷ୍ଟେଲ୍‌ ଛାଡ଼ିବାକୁ ନିର୍ଦ୍ଦେଶ ହୋଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes