କୃମି ଔଷଧ ସେବନ କାର୍ଯ୍ୟକ୍ରମ

ସୋନପୁର ଜିଲ୍ଲା ବୀରମହାରାଜପୁର ସଦର ସ୍ଥିତ ପାଇନର ପବ୍ଳିକ ସ୍କୁଲରେ ଆଜି କୃମି ଔଷଧ ସେବନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏଥିରେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହ ସ୍ବାସ୍ଥ୍ୟ ବିଭାଗ କର୍ମଚାରୀ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes