କୃଷକ ବଜାର ନିକଟରୁ ମହିଳାଙ୍କ ମୃତଦେହ ଉଦ୍ଧାର

କଟକ ବିଡାନାସୀ ଥାନା ଅନ୍ତର୍ଗତ କୃଷକ ବଜାର ନିକଟରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ଆଜି ସ୍ଥାନୀୟ ପୁଲିସ କହିଛି l

ମୃତ ଦେହ ପାଖରେ ମହିଳାଙ୍କ ଚପଲ ଓ ଭ୍ୟାନିଟି ସହ ମଦ ବୋତଲ ପଡିଥିବାରୁ ଏହା ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଥିବା ବେଳେ ପୁଲିସ ତଦନ୍ତ ଆରମ୍ଭ କରିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes