କୃଷି ପ୍ରମୁଖ ସଚିବ ଭାବେ ଅରବିନ୍ଦ ପାଢୀଙ୍କ ଦାୟିତ୍ୱ ଗ୍ରହଣ

କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ୧୯୯୬ ବ୍ୟାଚର ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଡଃ ଅରବିନ୍ଦ ପାଢୀ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି।

ସେ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରର ପ୍ରମୁଖ ଶାସନ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ମଧ୍ୟ ତୁଲାଇବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes