କେନ୍ଦୁଝରରେ ୧୩.୪ ଡିଗ୍ରୀ ରାତ୍ରି ତାପମାତ୍ରା ରେକର୍ଡ November 16, 2022 by Rameswar mahakur କେନ୍ଦୁଝରରେ ରାତ୍ରି ତାପମାତ୍ରା ୧୩.୪ ଡିଗ୍ରୀ ରେକର୍ଡ ହୋଇଛି। ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।