କେନ୍ଦୁଝର କେନ୍ଦୁପତ୍ର ଡିଭିଜନ୍‌ ଡିଏଫଓ ନିତ୍ୟାନନ୍ଦ ନାୟକ ଗିରଫ

ଗିରଫ ପରେ ନିତ୍ୟାନନ୍ଦଙ୍କୁ କେନ୍ଦୁଝର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ହଜାର କରାଯାଇଛି। ୩ ଦିନ ହେବ ଚଢାଉ ଜାରି ରଖିଥିଲା ଭିଜିଲାନ୍ସ ଟିମ୍। ୮ ଲକ୍ଷ ୫୦ ହଜାର ଟଙ୍କା ସହ ସରକାରୀ କ୍ବାର୍ଟର୍ସରୁ ମିଳିଛି ଗୋଟିଏ ବନ୍ଧୁକ ଏବଂ ଡିଏଫ୍ଓଙ୍କ କ୍ବାର୍ଟର୍ସରୁ ଜବତ ହୋଇଛି ୧୦ ଲକ୍ଷରୁ ଅଧିକ ଟଙ୍କା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes