କେନ୍ଦୁଝର ଧରଣୀଧର ମେଡିକାଲ୍‌ କଲେଜ ଉଦ୍‌ଘାଟିତ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦୁଝରରେ ଧରଣୀଧର ସରକାରୀ ମେଡିକାଲ କଲେଜ ଓ ହସପିଟାଲ ଉଦଘାଟନ କରିଛନ୍ତି।

ଉତ୍ସବରେ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes