କେନ୍ଦୁପତ୍ର ଉପରେ ଜିଏସଟି ୫%କୁ ହ୍ରାସ ହୋଇଛି: ମୁଖ୍ୟମନ୍ତ୍ରୀ

GST ସ୍ଲାବକୁ ନେଇ ମୋଦି ସରକାରଙ୍କ ନିଷ୍ପତ୍ତି ଉପରେ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରେସମିଟ୍ କରି କହିଛନ୍ତି, କେନ୍ଦୁପତ୍ର ଉପରେ ଜିଏସଟି ୧୮ ପ୍ରତିଶତରୁ ୫ ପ୍ରତିଶତକୁ ହ୍ରାସ ହୋଇଛି। ଓଡ଼ିଶାର କେନ୍ଦୁପତ୍ର ତୋଳାଳି ଉପକୃତ ହେବେ, କେନ୍ଦୁପତ୍ର ବିକ୍ରି ବଢ଼ିବ।

କୃଷି ଉପକରଣରେ ଜିଏସଟି ହ୍ରାସ ଚାଷୀଙ୍କ ଖର୍ଚ୍ଚକୁ କମାଇବ, କୋଇଲା କ୍ଷେତ୍ରରେ ଓଡ଼ିଶାକୁ ଅଧିକ ଲାଭ ମିଳିବ କହିଛନ୍ତି ମୁଖ୍ୟମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes