କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ବୃଦ୍ଧି କଲେ ରାଜ୍ୟ ସରକାର

କେନ୍ଦୁପତ୍ର ତୋଳାଳି ଓ ଅନ୍ୟ କର୍ମଚାରୀଙ୍କ ବୋନସ ଏବଂ ଅନ୍ୟାନ୍ୟ ଭତ୍ତା ପାଇଁ ୧୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ରାଜ୍ୟ ସରକାର।

ଏଥିରେ ୮ ଲକ୍ଷ କେନ୍ଦୁପତ୍ର ତୋଳାଳି ଉପକୃତ ହେବେ ଏବଂ ତୋଳାଳି ୨୪୦ କୋଟି ଟଙ୍କାର ଅଧିକ ରୋଜଗାର ପାଇବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes