କେନ୍ଦୁପାଲିରେ ଗାନ୍ଧୀ ଜୟନ୍ତୀ ପାଳିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ ଅନ୍ତର୍ଗତ କେନ୍ଦୁପାଲି ୫-ଟି ଅନ୍ତର୍ଭୁକ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଆଜି ସମସ୍ତ ଛାତ୍ରଛାତ୍ରୀ ଓ‌ ଶିକ୍ଷକଶିକ୍ଷୟିତ୍ରୀ ଉପସ୍ଥିତ ରହି ୧୫୩ ତମ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes