ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ ଅନ୍ତର୍ଗତ କେନ୍ଦୁପାଲି ଠାରେ ଆଜି ଏକ ଦିବସୀୟ ସୁନ୍ଦରାକାଣ୍ଡ ପାରାୟଣ ଅନୁଷ୍ଠିତ ହେଉଛି।
ଏଥିରେ ଗାୟକ ରମେଶ ମେହେର ପୁରାଣ ପଠନ କରୁଥିବା ବେଳେ ଗ୍ରାମବାସୀ ସହଯୋଗ କରୁଛନ୍ତି।
Credible Local News of Odisha