କେନ୍ଦ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖରଙ୍କୁ ଭୁବନେଶ୍ୱରରେ ବିଜେପିର ସ୍ୱାଗତ

ଓଡ଼ିଶା ଗସ୍ତରେ ଆସି ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ ଉଦ୍ୟମିତା ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଦ୍ୱଗିକି ରାଷ୍ଟ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ଭୁବନେଶ୍ୱରରେ ପହଞ୍ଚିଛନ୍ତି l

ଏହି ଅବସରରେ ଆଜି ତାଙ୍କୁ ଭୁବନେଶ୍ୱର ବିମାନ ବନ୍ଦରଠାରେ ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ବିଜେପି ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version